Tuesday, May 13, 2025
No Result
View All Result
Odisha 365

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ଦାନା  ଭୟ, 23 ରୁ 3 ଦିନ ପ୍ରବଳ ବର୍ଷିବ

Ramesh Parida by Ramesh Parida
Oct 21, 2024, 12:25 pm GMT+0530
FacebookTwitterWhatsAppTelegram

ବାତ୍ୟା  ଭୟ ଭିତରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ଏହା ପୂର୍ବରୁ ଆଜି ମଧ୍ୟ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଆସନ୍ତା କାଲି ପର୍ଯ୍ୟନ୍ତ ବର୍ଷା ନେଇ ବାଲେଶ୍ବର , ଭଦ୍ରକ , ଯାଜପୁର , କେନ୍ଦ୍ରାପଡ଼ା , କଟକ ଜଗତସିଂହପୁର , ପରୀ , ଖୋର୍ଦ୍ଧା, ଗଞ୍ଜାମ , ରାୟଗଡ଼ା, କନ୍ଧମାଳ, ନୟାଗଡ଼ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି ।

କିନ୍ତୁ କାଲି ବର୍ଷାର ପରିମାଣ କମ ରହିବ । 22 ତାରିଖ ମଧ୍ୟ ବର୍ଷା କମ ରହିବ ବୋଲି କହିଛି ପାଣିପାଗ ବିଭାଗ । ଆଇଏମଡ଼ିର ଆକଳନ ଅନୁଯାୟୀ 23 ତାରିଖ ସାକଳୁ ବର୍ଷାର ପରିମାଣ ବଢିବ । 23 ତାରିଖ ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡ଼ା, କଟକ , ଜଗତସିଂହପୁର , ପୁରୀ, ଖୋର୍ଦ୍ଧା,  ଗଞ୍ଜାମ, ଗଜପତି ଜି୍ଲ୍ଲାକୁ  ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି । 24 ତାରିଖ ପ୍ରବଳ ପର୍ଷାର  ସମ୍ଭାବନା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଜଗତସିଂହପୁର, ପୁରୀ , ଖୋର୍ଦ୍ଧା, ଗଞ୍ଜାମ ଜିଲ୍ଲାକୁ ରେଡ ଆର୍ଲଟ ଜାରି ହୋଇଛି । ସେହପରି କେନ୍ଦ୍ରାପଡା, କଟକ, ନୟାଗଡ଼,ଗଜପତି, କନ୍ଧମାଳକୁ ଅରେଞ୍ଜ ଆର୍ଲଟ ଜାରି କରାଯାଇଛି । ଏଥିସହ ବର୍ଷା ନେଇ ବାଲେଶ୍ଵର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି, ମୟୁରଭଞ୍ଜ, କେନ୍ଦୁଝରକୁ ୟୋଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Tags: INDIAnewsodisha
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.