Monday, May 12, 2025
No Result
View All Result
Odisha 365

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଆଧ୍ୟାତ୍ମିକ

ଆଜିର ରାଶିଫଳ

Ramesh Parida by Ramesh Parida
Oct 22, 2024, 07:45 am GMT+0530
FacebookTwitterWhatsAppTelegram

ଅଦ୍ୟ ଅକ୍ଟୋବର ମାସ ୨୨ ତାରିଖ ୨୦୨୪ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
କାର୍ତ୍ତିକମାସ- କୃଷ୍ଣପକ୍ଷ
ତିଥି- ଷଷ୍ଠୀ ରାତ୍ରି ଘ ୦୧/୨୭ ଗତେ ସପ୍ତମୀ
ନକ୍ଷତ୍ର- ମୃର୍ଗଶିରା ଦିବା ଘ୦୬/୨୨ ଗତେ ଆର୍ଦ୍ରା
ଚନ୍ଦ୍ର – ମିଥୁନ
ଯୋଗ- ପରିଘ
କରଣ – ଗର
ସୌରମାସ- ତୁଳା ୦୬ ଦିନ

ମେଷ : ଭୁଲ୍‌ ବୁଝାମଣାରୁ ଆଜି ପାରିବାରିକ ସ୍ଥିରତା ରହିବ ନାହିଁ। ଦ୍ୱିଜା ନକ୍ଷତ୍ରର କିନ୍ତୁ ମନରେ ପ୍ରଫୁଲ୍ଲତା ଭରି ରହିବା ସାଙ୍ଗକୁ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମିପାରେ। ପୂର୍ବ ଯୋଜନା ଅନୁଯାୟୀ କର୍ମାରମ୍ଭ ପୂର୍ବରୁ ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କରନ୍ତୁ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

ବୃଷ : ପଡ଼ୋଶୀ କିମ୍ବା ଆମତ୍ୀୟ ସାହାଯ୍ୟକଲେ ମଧ୍ୟ ସ୍ତ୍ରୀଙ୍କ ସହଯୋଗରୁ ଉପକୃତ ହେବେ। ପରିବାରର ଆବଶ୍ୟକତାନୁଯାୟୀ ଖର୍ଚ୍ଚ କରିବାକୁ ବାଧ୍ୟହେବେ। ମୃଗଶିରା ନକ୍ଷତ୍ର ପିଲାଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ଭାବପ୍ରବଣବଶତଃ ବହୁ କଥା କହି ସହାନୁଭୂତି ବଦଳରେ ସମାଲୋଚନା ଶୁଣିବେ।

ମିଥୁନ : ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବା ସାଙ୍ଗକୁ କର୍ମକ୍ଷେତ୍ରରେ ଦାୟିତ୍ୱ କ୍ରମେ ବୃଦ୍ଧିପାଇବ। ଅବସର ବିନୋଦନ କ୍ରମରେ କୌତୁକିଆ କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ପୁନର୍ବସୁ ନକ୍ଷତ୍ର ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି। କର୍ମକ୍ଷେତ୍ରରେ ନିଜର ଦକ୍ଷତା ବଳରେ ଉପକୃତ ଓ ପ୍ରଶଂସିତ ହେବେ।

କର୍କଟ : ସମୟର ପ୍ରତିକୂଳତା ଦୃଷ୍ଟିକୋଣରୁ ବିଭିନ୍ନ ପାରିବାରିକ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିବ। କେତେକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ କଥାକୁ ଠିକ୍‌ ଭାବେ ବୁଝିପାରିବେନାହିଁ। ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ ଏବଂ ଟେନ୍‌ସନ ଲାଗିରହିବ। ଅଶ୍ଳେଷା ନକ୍ଷତ୍ର ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିପାରନ୍ତି।

ସି˚ହ : ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ। କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କଲେ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିବ। ଉତ୍ତରା ଫାଲ୍‌ଗୁନୀ ନକ୍ଷତ୍ର ସହଜାତ ପ୍ରବୃତ୍ତିରୁ ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ।

କନ୍ୟା : ଆପଣଙ୍କ କୃତି ଓ କୃତିତ୍ୱର ଭୂରି ଭୂରି ପ୍ରଶଂସା ସହ ବୁଦ୍ଧିଜୀବୀ ଗହଣରେ ସମ୍ମାନ ମିଳିବ। ଆର୍ଥିକ ସମସ୍ୟା ସୁଧାରିବା ସକାଶେ ଋଣ ସୂତ୍ରରେ ଅର୍ଥପ୍ରାପ୍ତିର ଯୋଜନା କରିପାରନ୍ତି। ହସ୍ତା ନକ୍ଷତ୍ରର ବାଣିଜ୍ୟ, ପରିବହନ ତଥା ନିର୍ମାଣ କ୍ଷେତ୍ରରେ ଆଶା ପୂରଣ ହେବ। ପାରିବାରିକ କ୍ଷେତ୍ରରେ ଦୀର୍ଘଦିନରୁ ଲାଗି ରହିଥିବା ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ।

ତୁଳା : ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବେ। ନିଜର ବୁଦ୍ଧି, ବଳ ଓ କଳାକୌଶଳ ପ୍ରୟୋଗକରି ଜୟଯୁକ୍ତ ହେବେ। ବନ୍ଧୁଙ୍କ ପରାମର୍ଶରେ ଦୀର୍ଘଦିନର ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ। ଚିତ୍ରା ନକ୍ଷତ୍ର ଭଲ ସମ୍ପର୍କ ନ ଥିବା ନିକଟ ସମ୍ପର୍କୀୟଙ୍କ ଦ୍ୱାରା ଅପମାନିତ ହୋଇପାରନ୍ତି।

ବିଛା : ଆଜି ଯାହା କରୁଛନ୍ତି କରନ୍ତୁ, କିନ୍ତୁ ବହୁ ଭାବିଚିନ୍ତି କରିବା ଭଲ ହେବ। ନତୁବା ଆକସ୍ମିକ ଭାବରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ଅନୁରାଧା ନକ୍ଷତ୍ର ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ରରେ ଥିବା ସମସ୍ୟା ସମାଧାନ ହୋଇଯିବ।

ଧନୁ : ଆଜି ଉତ୍ତରାଷାଢ଼ା ନକ୍ଷତ୍ର ଖର୍ଚ୍ଚାନ୍ତ ହେବେ ସିନା ଆଶା ନିଶ୍ଚିତ ପୂରଣ ହେବ। ଯାତ୍ରା ସମୟରେ ଅଜଣା ବ୍ୟକ୍ତିଙ୍କୁ ବିଶ୍ୱାସକରି ହଇରାଣରେ ପଡ଼ିପାରନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ। ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ଆନୁଷ୍ଠାନିକ କାମରେ ସଫଳତା ଅବଶ୍ୟ ମିଳିବ।

ମକର : ଆଜି ଯାତ୍ରା, ବାଣିଜ୍ୟ, ହାତକୁ ନେଇଥିବା କାମ, କଚେରି ମାମଲା, ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ। କିନ୍ତୁ ଧନିଷ୍ଠା ନକ୍ଷତ୍ରର ନିର୍ମାଣ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟିହେବ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ବୃଥା ସନ୍ଦେହରୁ ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ।

କୁମ୍ଭ : ଆଜିର ଜୀବନଯାତ୍ରା ମଧ୍ୟରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହେବେ। ପୁଣି ସବୁ କାମରେ କିଛିଟା ସମସ୍ୟା ଆସିବା କାରଣରୁ ମନ ମଧ୍ୟ ଭାରାକ୍ରାନ୍ତ ରହିବ। ଅବଶ୍ୟ ସାମାଜିକ ସ୍ତରର ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ବନ୍ଧୁ ପରିଜନ ମାନଙ୍କ ସହ ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ।

ମୀନ : କିଛି ସମସ୍ୟା ସମାଧାନ କରିବା ବେଳକୁ ଅନ୍ୟ ଏକ ସମସ୍ୟା ଆସିବ ଯାହାକି ଆପଣଙ୍କୁ ବ୍ୟସ୍ତବିବ୍ରତ କରାଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଏବଂ ସଭାସମିତିରେ ପ୍ରଶଂସିତ ହେବେ। ଉତ୍ତରଭାଦ୍ରପଦ ନକ୍ଷତ୍ର ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। ପାରିବାରିକ ଅଶାନ୍ତି ଥିଲେ ମଧ୍ୟ ସାମୂହିକ କାମରେ ଅନ୍ୟ ପାଇଁ କାମ କରିବାରେ ପଛାଇବେ ନାହିଁ ।

ShareTweetSendShare

RelatedNews

ଖୋଲିଲା କେଦାରନାଥ ଧାମ
Latest News

ଖୋଲିଲା କେଦାରନାଥ ଧାମ

ପ୍ରାଚୀନ ଶୈବପୀଠ ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ଡିଆସ୍ଥିତ ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ଅଶୋକାଷ୍ଟମୀ ରଥଯାତ୍ରା
Latest News

ପ୍ରାଚୀନ ଶୈବପୀଠ ଖୋର୍ଦ୍ଧା ଜିଲ୍ଲା ଟାଗିଂ ବ୍ଲକ ଡିଆସ୍ଥିତ ଶ୍ରୀ ଶ୍ରୀ କପିଳେଶ୍ୱର ଦେବଙ୍କ ଅଶୋକାଷ୍ଟମୀ ରଥଯାତ୍ରା

ଆଜି ପବିତ୍ର ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ
ଆଧ୍ୟାତ୍ମିକ

ଆଜି ପବିତ୍ର ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ

Latest News

ରାମ ମନ୍ଦିର ଟ୍ରଷ୍ଟ ଗତ 5 ବର୍ଷ ମଧ୍ୟରେ ଦେଇଛି 400 କୋଟି ଟଙ୍କାର ଟିକସ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା
ଅପରାଧ

ଆମେରିକାରେ ହିନ୍ଦୁ ମନ୍ଦିିରରେ ଅଜଣା ବ୍ୟକ୍ତିଙ୍କ ଭଙ୍ଗାରୁଜା

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.