Friday, May 9, 2025
No Result
View All Result
Odisha 365

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
Odisha 365
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
No Result
View All Result
Odisha 365
No Result
View All Result

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
  • ଜୀବନଶ yle ଳୀ
Home ଜୀବନଶ yle ଳୀ

ଗତ ୧୦ ବର୍ଷ ମଧ୍ୟରେ ଜନଔଷଧି କେନ୍ଦ୍ର ସଂଖ୍ୟା ୧୭୦ ଗୁଣରୁ ଅଧିକ ବୃଦ୍ଧି ପାଇଛି

Ramesh Parida by Ramesh Parida
Oct 22, 2024, 11:50 am GMT+0530
FacebookTwitterWhatsAppTelegram

ପ୍ରଧାନମନ୍ତ୍ରୀ ଭାରତୀୟ ଜନଔଷଧି ପରିଯୋଜନା (ପିଏମ୍‌ବିଜେପି) ଅକ୍ଟୋବର ୨୦୨୪ରେ ୧୦୦୦ କୋଟି ଟଙ୍କାର ବିକ୍ରି ସହ ଏକ ଉଲ୍ଲେଖନୀୟ ଉପଲବ୍ଧି ହାସଲ କରିଛି । ଗତ ବର୍ଷ ତୁଳନାରେ ଏହା ଏକ ମହତ୍ୱପୂର୍ଣ୍ଣ ଅଭିବୃଦ୍ଧି ଏବଂ ଏହି ଲକ୍ଷ୍ୟ ୨୦୨୩ ଡିସେମ୍ବରରେ ହାସଲ କରାଯାଇଥିଲା। ଏହି ସଫଳତା ସୁଲଭ ତଥା ଗୁଣାତ୍ମକ ଔଷଧ ପ୍ରତି ଲୋକମାନଙ୍କର ବୃଦ୍ଧି ପାଉଥିବା ବିଶ୍ୱାସ ଏବଂ ନିର୍ଭରଶୀଳତାକୁ ଦର୍ଶାଉଛି । ଏହା କେବଳ ନାଗରିକମାନଙ୍କର ସମର୍ଥନ ଯୋଗୁଁ ହିଁ ସମ୍ଭବ ହୋଇପାରିଛି, ଯେଉଁମାନେ ସମଗ୍ର ଦେଶରେ ୧୪,୦୦୦ରୁ ଅଧିକ ଜନଔଷଧି କେନ୍ଦ୍ରରୁ ଔଷଧ କ୍ରୟ କରି ଏହି ପଦକ୍ଷେପକୁ ଗ୍ରହଣ କରିଛନ୍ତି । ଏହି ଅଭିବଦ୍ଧୃି ହେଉଛି କମ ଖର୍ଚ୍ଚରେ ସ୍ୱାସ୍ଥ୍ୟ ସେବାକୁ ସମସ୍ତଙ୍କ ପାଇଁ ସୁଲଭ ତଥା ଶସ୍ତା କରିବା ନିମନ୍ତେ ପିଏମ୍‌ବିଆଇର ପ୍ରତିବଦ୍ଧତାର ପ୍ରମାଣ । ଉଲ୍ଲେଖଯୋଗ୍ୟ, କିଛି ଦିନ ପୂର୍ବରୁ ପିଏମ୍‌ବିଆଇ ସେପ୍ଟେମ୍ବର ୨୦୨୪ରେ ଗୋଟିଏ ମାସରେ ୨୦୦ କୋଟି ଟଙ୍କାର ଔଷଧ ବିକ୍ରି କରିଥିଲା ।
ଗତ ୧୦ ବର୍ଷ ମଧ୍ୟରେ, ଏହି କେନ୍ଦ୍ର ସଂଖ୍ୟା ୧୭୦ ଗୁଣରୁ ଅଧିକ ବୃଦ୍ଧି ପାଇଛି, ଯାହା ୨୦୧୪ରେ ମାତ୍ର ୮୦ ଥିଲା । ବର୍ତ୍ତମାନ ଦେଶର ପ୍ରାୟ ସମସ୍ତ ଜିଲ୍ଲାକୁ ସମ୍ପ୍ରସାରିତ ହୋଇ ଏହି କେନ୍ଦ୍ର ସଂଖ୍ୟା ବୃଦ୍ଧି ପାଇ ୧୪,୦୦୦ରୁ ଅଧିକ ହୋଇଛି ।
ଆସନ୍ତା ୨ ବର୍ଷରେ ଦେଶରେ ଜନଔଷଧି କେନ୍ଦ୍ର ସଂଖ୍ୟ ୨୫ ହଜାର ହେବ ବୋଲି ଅନୁମାନ କରାଯାଇଛି । ପିଏମ୍‌ବିଜେପିର ଉତ୍ପାଦଗୁଡିକ ମଧ୍ୟରେ ୨୦୪୭ ଔଷଧ ଏବଂ ୩୦୦ ସର୍ଜିକାଲ ଉପକରଣ ରହିଛି, ଯାହାକି ସମସ୍ତ ପ୍ରମୁଖ ଚିକିତ୍ସା ଗୋଷ୍ଠୀ ଯଥା କାର୍ଡିଓଭାସ୍କୁଲାର, ଆଣ୍ଟି-କ୍ୟାନ୍‌ସର, ଆଣ୍ଟି-ମଧୁମେହ, ଆଣ୍ଟି-ଇନ୍‌ଫେକ୍ଟିଭସ୍‌, ଆଣ୍ଟି-ଆଲର୍ଜିକ୍‌, ଗ୍ୟାଷ୍ଟ୍ରୋ-ଇଣ୍ଟେଷ୍ଟାଇନାଲ୍ ଔଷଧ, ନ୍ୟୁଟ୍ରାସ୍ୟୁଟିକାଲ୍ସ ଇତ୍ୟାଦି ଶ୍ରେଣୀର ଔଷଧ ଅନ୍ତର୍ଭୁକ୍ତ ରହିଛି । ପ୍ରତିଦିନ ପ୍ରାୟ ୧ ମିଲିୟନ ଲୋକ ଏହି ଲୋକପ୍ରିୟ କେନ୍ଦ୍ରକୁ ଆସୁଛନ୍ତି ।
ପିଏମ୍‌ବିଜେପି ପଦକ୍ଷେପ ସମ୍ପ୍ରଦାୟକୁ ସଶକ୍ତ କରିବା ପାଇଁ ନିରନ୍ତର ପ୍ରୟାସ ଜାରି ରଖିଛି, ଯାହା ଦ୍ୱାରା ଏହା ସୁନିଶ୍ଚିତ ହେଉଛି ଯେ, ପ୍ରତ୍ୟେକ ନାଗରିକଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ଉପଲବ୍ଧ ହେଉଛି । ଏହି ଔଷଧ କେନ୍ଦ୍ରଗୁଡିକରେ ହୋଇଥିବା ରେକର୍ଡ ବିକ୍ରି କେବଳ କାର୍ଯ୍ୟକ୍ରମର ସଫଳତାକୁ ଆଲୋକିତ କରେ ନାହିଁ, ବରଂ ଦେଶରେ ସ୍ୱାସ୍ଥ୍ୟ ସମାନତାକୁ ପ୍ରୋତ୍ସାହିତ କରିବାରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି ।

Tags: INDIAnewsodisha
ShareTweetSendShare

RelatedNews

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ
Business

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ
Latest News

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ

ଦହି ଓ ଗୁଡର ମିଶ୍ରଣ ଖାଇଲେ ମିଳିବ ଜବରଦସ୍ତ ଫାଇଦା
Latest News

ଦହି ଓ ଗୁଡର ମିଶ୍ରଣ ଖାଇଲେ ମିଳିବ ଜବରଦସ୍ତ ଫାଇଦା

ଅମୃତଭଣ୍ଡାରେ ଥିବା ଭିଟାମିନ ସ୍କିନକୁ ପୋଷଣ ଦିଏ
ଜୀବନଶ yle ଳୀ

ଅମୃତଭଣ୍ଡାରେ ଥିବା ଭିଟାମିନ ସ୍କିନକୁ ପୋଷଣ ଦିଏ

ଆମ୍ବ ତ୍ବଚାକୁ ସୁନ୍ଦର ରଖିବେରେ ସାହାଜ୍ଯ କରେ
ଜୀବନଶ yle ଳୀ

ଆମ୍ବ ତ୍ବଚାକୁ ସୁନ୍ଦର ରଖିବେରେ ସାହାଜ୍ଯ କରେ

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

ମକ ଡ୍ରିଲ କଣ ? ଯୁଦ୍ଧ ପୂର୍ବରୁ କେବେ ହୋଇଥିଲା ଦେଶରେ ମକ୍ ଡ୍ରିଲ୍

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.