Tuesday, May 13, 2025
No Result
View All Result
Odisha 365

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ଦାନା

Ramesh Parida by Ramesh Parida
Oct 23, 2024, 09:45 am GMT+0530
FacebookTwitterWhatsAppTelegram

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ଦାନା । ବାତ୍ୟାର  ରୂପ ନେଇଛି ଗଭୀର ଅବପାତ । ଏହା 24 ତାରିଖ ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବା ପେଇ ପାଣିପାଗ ବିଭାଗ ଆକଳନ କରିଛି । ପାରାଦୀପର 670 କିମି ଦୂରରେ ଅଛି ଗଭୀର ଅବପାତ । ଭୀଷଣ ରୂପ ନେଇ ଓଡ଼ିଶା ଉପକୂଳ ଭିତରକନିକାରୁ ଧାମରା ମଧ୍ୟରେ ଛୁଇଁବ ସ୍ଥଳଭାଗ  । 24 ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ । ଘଣ୍ଟାକୁ 3 କିମି ବେଗରେ ଏହା ଗତି କରୁଛି । 24 ତାରିଖ କିମ୍ବା 25 ସକାଳେ ଉପକୂଳ ଅତିକ୍ରମ କରିବ ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି 100ରୁ 120 କିଲୋମିଟର ମଧ୍ୟରେ ରହିବ ।

ଦାନାର ପ୍ରଭାବ କେନ୍ଦ୍ରାପଡ଼ାଠାରୁ ବାଲେଶ୍ବର ଉପକୂଳ ପର୍ଯ୍ୟନ୍ତ ରହିବ । ବାତ୍ୟା ସ୍ଥଳଭାଗ ଛୁଇଁଲା ବେଳକୁ ପବନର ଘଣ୍ଟାପ୍ରତି ବେଗ 100 ରୁ 110 କିମି ରହିଥିବା ଅତିରୁ ଅତିପ୍ରବଳ ବର୍ଷା ହେଉଥିବା ବେଳେବେଳେ ପବନର ବେଗ 120 କିମି ଛୁଇଁପାରେ  । 24 ତାରିଖ ମଧ୍ୟରାତ୍ରିରେ ସ୍ଥଳଭାଗ ଛୁଇଁବାକୁ ଥିବା ଏହି ବାତ୍ୟାର ପ୍ରଭାବ ବହୁ କମ ସମୟ ରହିବ  । ସ୍ଥଳଭାଗରେ ମାତ୍ର 30 କିମି ପର୍ଯ୍ୟନ୍ତ ତାଣ୍ଡବ ରଚିବ ଏବଂ 25 ତାରିଖ ଭୋର ବେଳକୁ ଗଭୀର ଅବପାତରେ ପରିଣତ ହୋଇସାରିଥିବ ।

‘ଦାନା’ର ପ୍ରଭାବ ପ୍ରାୟ ୯ଟି ଜିଲ୍ଲା ଉପରେ ପଡ଼ିବ ବୋଲି ଆକଳନ କରାଯାଇଛି। ଏହାକୁ ନଜରରେ ରଖି ୯ଟି ଜିଲ୍ଲାରେ ବାତ୍ୟା ପରିଚାଳନା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଉଥିବା ପଦକ୍ଷେପଗୁଡ଼ିକର ତଦାରଖ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ୯ଜଣ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଇଛନ୍ତି। ଏହାସହ ବାତ୍ୟା ଦ୍ବାରା ଅଧିକ ପ୍ରଭାବିତ ହେବାକୁ ଥିବା ୬ଟି ଜିଲ୍ଲା ପାଇଁ ୬ଜଣ ବରିଷ୍ଠ ଆଇଏଏସଙ୍କୁ ସ୍ବତନ୍ତ୍ର ଦାୟିତ୍ବ ଦିଆଯାଇଛି। ଜିଲ୍ଲା ପ୍ରଶାସନକୁ ସମସ୍ତ ପ୍ରକାରର ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ମନ୍ତ୍ରୀ ଓ ଆଇଏଏସଙ୍କୁ ଦାୟିତ୍ବ ଦେଇଛନ୍ତି।
ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ବର, ମୟୂରଭଂଜ, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପବନ ଓ ବର୍ଷା ହେବ। ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଅଛନ୍ତି। ସହଯୋଗ ପାଇଁ କେନ୍ଦ୍ର ସରକାର ପ୍ରତିଶ୍ରୁତି ଦେଇଛନ୍ତି। ଅଗ୍ନିଶମ, ଓଡ୍ରାଫ୍, ଏନ୍ଡିଆରଏଫ୍, ତଟରକ୍ଷୀ ବାହିନୀ, ନୌସେନା ଓ ବାୟୁସେନା ପ୍ରସ୍ତୁତ ରହିଛି।

Tags: INDIAnewsodisha
ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଆତଙ୍କବାଦ ବିରୋଧରେ ଦୃଢ଼ ପ୍ରତିକ୍ରିୟା: ରକ୍ତ ଆଉ ପାଣି ଏକ ସହ ବହିପାରିବ ନାହିଁ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅସ୍ତ୍ରବିରତି ପରେ କଣ ରହିଛି ଭାରତୀୟଙ୍କ ଭାବନା

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ୍‌ ସିନ୍ଦୁର ଚାଲୁରହିଛି: ପହେଲଗାମ ଆତଙ୍କବାଦୀ ହମଲାର ପ୍ରତିଶୋଧ ନେବ ଭାରତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.