Friday, May 9, 2025
No Result
View All Result
Odisha 365

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ବ୍ୟବସାୟ

ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ

Ramesh Parida by Ramesh Parida
Oct 24, 2024, 04:40 pm GMT+0530
FacebookTwitterWhatsAppTelegram

ବିଗତ କିଛି ଦିନ ହେଲା ଭାରତୀୟ ବିମାନଗୁଡ଼ିକୁ ବୋମା ଧମକ ନେଇ ଗୁଜବ ପ୍ରଚାର ହେଉଛି । ଏହି କ୍ରମରେ ଆଜି ଓଡ଼ିଶାରେ ମଧ୍ୟ ବିମାନରେ ବୋମା ଥିବା ନେଇ ଗୁଜବ ପ୍ରଚାର ହୋଇଛି । ଗୁଜବ ପ୍ରଚାର ହେବା ପରେ ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ ଦେଖାଯାଇଛି । ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୁଣ୍ଣ କଲ ମିଳିବା  ପରେ ବିମାନ ବନ୍ଦର କତ୍ତୁପକ୍ଷଙ୍କ ପକ୍ଷରୁ ଆଲର୍ଟ କରାଯାଇଛି ।  ବିମାନବନ୍ଦରରେ କଡ଼ାକଡ଼ି ଯାଞ୍ଚ କରାଯାଉଛି ।

ବିମାନରେ ବୋମା ଥିବା ନେଇ ଗୁଜବ ପ୍ରଚାର ହେଲା ପରେ ଯାତ୍ରୀଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥିଲା  । ଏହା ପରେ ବିମାନବନ୍ଦରରୁ ବିମାନ ଚଳାଚଳ ବନ୍ଦ ରଖାଯାଇଥିଲା । ତଦନ୍ତ ପରେ ବିମାନରୁ କୌଣସି ବୋମା ମିଳିପାରି ନାହିଁ ।

ବାଙ୍ଗାଲୁରୁ ବିମାନ(୬ଏ-୧୨୮)ରେ ବୋମା ଆଶଙ୍କାରେ ବିମାନରେ ଖାନତଲାସ କରାଯାଇଛି। ଦିନ ସାଢେ଼ ୩ଟା ସୁଦ୍ଧା ବିମାନ ଉଡାଣ ନେଇନାହିଁ। ବିମାନ ବନ୍ଦର କର୍ତ୍ତୃପକ୍ଷ ସ୍ପଷ୍ଟ କରିନଥିଲେ ହେଁ ଜରୁରୀ କାରଣ ଯୋଗୁଁ ବିମାନ ଉଡାଣ ବିଳମ୍ବିତ ହୋଇଥିବା ନେଇ ସୁରକ୍ଷା ଦାୟିତ୍ଵରେ ଥିବା ଅଧିକାରୀ କହିଛନ୍ତି। ଆଜି ଦିନ ୧୨ଟା ୩୫ରେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଥିବା ବେଳେ ୧ଟା ୧୦ ମିନିଟରେ ଛାଡିବାର୍ ଥିଲା। କିନ୍ତୁ ବୋମା ସୂଚନା ମିଳିବା ପରେ ବିମାନକୁ ଅଟକାଇ ତନ୍ନତନ୍ନ କରି ଯାଞ୍ଚ କରାଯାଇଥିବା ବେଳେ ସମସ୍ତ ଯାତ୍ରୀଙ୍କୁ ମଧ୍ୟ ଆଉଥରେ ଯାଞ୍ଚ କରାଯାଇଥିଲା। ତେବେ ବିମାନରୁ ସେଭଳି କୌଣସି ବୋମା ମିଳି ନଥିବା ନେଇ ଜନୈକ ସୁରକ୍ଷା କର୍ମୀ କହିଛନ୍ତି।

Tags: INDIAnewsodisha
ShareTweetSendShare

RelatedNews

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ
Business

ସେନ୍‌ସେକ୍ସ ରେକର୍ଡ ବୃଦ୍ଧି: ଆର୍ଥିକ ବୃଦ୍ଧିରେ ଆତ୍ମବିଶ୍ୱାସର ପ୍ରତିବିମ୍ବ

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ
Latest News

ଆଗାମୀ ଦୁଇ ମାସ ପର୍ଯ୍ୟନ୍ତ ସମୁଦ୍ରରୁ ମାଛ ଧରା ନିଷେଧ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ
ଜାତୀୟ

LPG ଗ୍ୟାସ୍ ସିଲିଣ୍ଡରର ମୂଲ୍ୟ ୪୧ ଟଙ୍କା ହ୍ରାସ

ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନରେ ସୁନାର ବୃହତ ଭଣ୍ଡାର ଠାବ
ଜାତୀୟ

ରାଜଧାନୀରେ 90ହଜାର ହେଲା ସୁନା ଦର

ହୋଲିରେ ଜମିବ ବେପାର: ଦେଶରେ ହେବ 60 ହଜାର କୋଟି
ବ୍ୟବସାୟ

ହୋଲିରେ ଜମିବ ବେପାର: ଦେଶରେ ହେବ 60 ହଜାର କୋଟି

Latest News

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ପାକିସ୍ତାନ ଓ ଆତଙ୍କବାଦ: ଏକ ଆତ୍ମଘାତୀ ସମ୍ପର୍କ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଭାରତର ଆକ୍ରମଣ ପରେ କେଉଁ ଦେଶ କଣ କହିଲେ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୁର ଏବେ ସବୁଠି ଉତ୍ସାହର ମାହୋଲ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଅପରେସନ ସିନ୍ଦୂର: ନାରୀ ଶକ୍ତିର ପ୍ରତୀକ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଆତଙ୍କବାଦୀ ମସୂଦ ଅଜହର ପରିବାରର ୧୦ ଜଣ ସଦସ୍ୟଙ୍କ ମୃତ୍ୟୁ

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଭାରତ ନେଲା ପ୍ରତିଶୋଧ: ଅପରେସନ୍ ସିନ୍ଦୂର

ଆଜି ମହାପ୍ରଭୁଙ୍କ ଖସାପଡା ନିତି

ପୁରୀ କେବଳ ‘ଜଗନ୍ନାଥ ଧାମ’

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.