Monday, May 12, 2025
No Result
View All Result
Odisha 365

Latest News

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ରାଜ୍ୟ

ବାତ୍ୟା ବିଶେଷ ପ୍ରଭାବ ପକାଇ ନାହିଁଁ

Ramesh Parida by Ramesh Parida
Oct 25, 2024, 10:25 am GMT+0530
FacebookTwitterWhatsAppTelegram

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସକାଳେ ପୁଣି ବାତ୍ୟାର ସମୀକ୍ଷା କରିଛନ୍ତି। ଦାନା’ର ସଫଳତାର ସହ ମୁକାବିଲା କରିଛୁ। ଜିରୋ କାଜୁଆଲିଟି ଆମର ଲକ୍ଷ୍ୟ ଥିଲା, ଆମେ ଏଥିରେ ସଫଳତା ହାସଲ କରିଛୁ। ଦଳଗତ ଭାବେ କାମ କରିବା ଯୋଗୁ ବାତ୍ୟାର ସୁପରିଚାଳନା ହୋଇପାରିଲା ଓ ଏହାର ସୁଫଳ ରାଜ୍ୟବାସୀ ପାଇଛନ୍ତି ।’ ଆଜି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିରୋ କାଜୁଆଲିଟି ଲକ୍ଷ୍ୟ ନେଇ ଆମେ ନିରବଚ୍ଛିନ ଭାବେ କାମ କରୁଥିବା ବେଳେ ଏଥିରେ ଅଭୂତପୂର୍ବ ସଫଳତା ହାସଲ କରିଛୁ।

ଦକ୍ଷ ଅଧିକାରୀମାନଙ୍କୁ ସ୍ପଟ୍‌କୁ ପଠାଯାଉଥିବା ବେଳେ ମନ୍ତ୍ରୀମାନେ ବି ବାତ୍ୟା ସ୍ଥଳରେ ଉପସ୍ଥିତ ଥିଲେ। କୌଣସି ବି ସ୍ଥାନରେ ଅପ୍ରିତିକର ଘଟଣା ଘଟିନି। ଖୁବ୍‌ ଶୀଘ୍ର କ୍ଷୟକ୍ଷତିର ଆକଳନ କରି ପରବର୍ତ୍ତୀ କାର୍ଯ୍ୟପନ୍ଥା ସ୍ଥିର କରାଯିବ । ବିଭିନ୍ନ ବିଭାଗର ସମନ୍ୱୟ ଯୋଗୁ ବାତ୍ୟାର ସୁପରିଚାଳନା ହୋଇପାରିଛି। ଆଜି ସକାଳୁ ଲୋକେମାନେ ବାତ୍ୟା ଆଶ୍ରୟ ସ୍ଥଳରୁ ଘରକୁ ବାହୁଡ଼ିଲେଣି।

ବିଭିନ୍ନ ସ୍ଥାନରେ ପବନର ତିବ୍ରତା ହେତୁ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଥିଲା। ଅପରାହ୍ନ ୧ଟା ସୁଦ୍ଧା ରାସ୍ତା ସଫା କାମ ସରିବ । ଏଥିସହ କିଛି ଅଞ୍ଚଳରେ ବିଦ୍ୟୁତ୍‌ ଯୋଗାଣ ବିଚ୍ଛିନ୍ନ ହୋଇଥିବା ବେଳେ ଆଜି ସଂଧ୍ୟା ସୁଦ୍ଧା ସବୁ ଅଞ୍ଚଳରେ ବିଜୁଳି ଯୋଗାଣ ସ୍ୱାଭାବିକ ହେବ । ୬ ହଜାର ଗର୍ଭବତୀଙ୍କୁ ସ୍ଥାନାନ୍ତର କରାଯାଇଥିଲା । ବାତ୍ୟା ଆଶ୍ରୟ ସ୍ଥଳୀରେ ୧୬୦୦ ଶିଶୁ ଜନ୍ମ ନେଇଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ।

ଏନେଇ ସେ ଏକ ବୈଠକ କରିଛନ୍ତି। ଏଥିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ପୁଲିସ ଡିଜି ଓ୍ବାଇ ବି ଖୁରାନିଆ ଓ ସ୍ବତନ୍ତ୍ର ରିଲିଫ୍ କମିସନର୍ ପ୍ରମୁଖ ଉପସ୍ଥିତ ଅଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗତ ମଧ୍ୟରାତ୍ରିରୁ ଆଜି ସକାଳ ସୁଦ୍ଧା ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ ହୋଇଛି । ବାତ୍ୟା ପରବର୍ତ୍ତୀ କ୍ଷୟକ୍ଷତି ଆକଳନ କରିଵା ପାଇଁ ସମ୍ପୃକ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି । ଆମର ଟିମ ୱାର୍କ ଓ ପ୍ରଶାସନିକ ତତ୍ପରତା ଯୋଗୁଁ ବିଶେଷ କ୍ଷୟକ୍ଷତି ହୋଇନାହିଁ । ଯେଉଁ ସବୁ ଜାଗାରେ ଗଛ ପଡି ରାସ୍ତା ଅବରୋଧ ହୋଇଛି ଆଜି ଅପରାହ୍ନ ଗୋଟେ ସୁଦ୍ଧା ସେ ସବୁ କ୍ଲିୟର କରାଯିବ । ବିଦ୍ୟୁତ୍ ପୁଣି ଆଜି ସନ୍ଧ୍ୟା ସୁଦ୍ଧା ଆସିଯିବ । ବିମାନ ଚଳାଚଳ ସ୍ୱାଭାବିକ ହୋଇଛି । ଆଜି ସକାଳ ୯ଟା ସମୟରେ ପ୍ରଥମ ବିମାନ ଅବତରଣ କରିବ । ଟେଲିଫୋନ ସେବା ସ୍ୱାଭାବିକ ଅଛି । ସ୍ୱାସ୍ଥ୍ୟ ସେବା ମଧ୍ୟ ସ୍ୱାଭାବିକ ଭାବେ ଯାରି ରହିଛି ।

ShareTweetSendShare

RelatedNews

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର
Latest News

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ
Latest News

ଆସନ୍ତା ୧୦ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
Latest News

ଆଜି ପ୍ରକାଶ ପାଇବ ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା ରେଜଲ୍ଟ

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?
Latest News

ରଥଯାତ୍ରାର ମହତ୍ତ୍ୱ: କାହିଁକି ପ୍ରତିବର୍ଷ ଏତେ ଭିଡ଼ ହୁଏ?

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?
Latest News

ପୁଣିଥରେ ହେବ OCS ଆନ୍ଥ୍ରପୋଲୋଜି ପରୀକ୍ଷା, ଜାଣନ୍ତୁ କେବେ ହେବ ପରୀକ୍ଷା ?

Latest News

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପହଲଗାମ ଆକ୍ରମଣରେ ଆତଙ୍କବାଦୀଙ୍କୁ ପଛରୁ ସମର୍ଥନ କରୁଛନ୍ତି ପାକିସ୍ତାନ ଓ ଚୀନ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ପହଲଗାମ ଆତଙ୍କୀ ଆକ୍ରମଣ ପରେ ୧୮ ଦିନରେ କ’ଣ କ’ଣ ଘଟିଲା

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଆମେ ପାକିସ୍ତାନ ସହ ଯୁଦ୍ଧ କରିବୁ ଆମକୁ ବନ୍ଧୁକ ଦିଅ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ପ୍ରଥମେ ବିଦେଶୀଙ୍କଠାରୁ ସ୍ୱାଧୀନତା, ଏବେ ଆତଙ୍କବାଦରୁ ସ୍ୱାଧୀନତା ପାଇଁ ଲଢ଼େଇ,

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଆଇପିଏଲ ଗୋଟିଏ ସପ୍ତାହ ପାଇଁ ସ୍ଥଗିତ : ରାଜୀବ ଶୁକ୍ଳା

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଓଡ଼ିଶାର ସମସ୍ତ IPS ଅଫିସରଙ୍କ ଛୁଟି ବାତିଲ କରିଛନ୍ତି ସରକାର

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ଭାରତ-ପାକିସ୍ତାନ ସୀମା ଉତ୍ତେଜନା: ଆକାଶରେ ଚାଲିଛି ଜୋରଦାର ଲଢ଼େଇ

ମିଶାଇଲ ଆକ୍ରମଣ ହେଲେ କିପରି ସୁରକ୍ଷା ନେବାକୁ ହେବ?

ଭାରତ-ପାକିସ୍ଥାନ ମଧ୍ୟରେ ଆକ୍ରମଣ ତେଜିଲା

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଏସ-୪୦୦ କିପରି କାର୍ଯ୍ୟ କରେ, ଶତ୍ରୁକୁ ବିନାଶ କରିବାରେ ସିଦ୍ଧହସ୍ତ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

ଅପରେସନ ସିନ୍ଦୂର: ଭାରତର ମୁହଁତୋଡ଼ା ଜବାବ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.