Saturday, June 7, 2025
No Result
View All Result
Odisha 365

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
    • ବିଶେଷ ଅଦ୍ୟତନଗୁଡିକ |
    • ରାଶିଫଳ
    • ଚିତ୍ତବିନୋଦନ |
    • ବ୍ୟବସାୟ
    • ଆଇନଗତ |
    • ଇତିହାସ
    • ଭାଇରାଲ୍ ଭିଡିଓଗୁଡିକ |
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ

Home ଜାତୀୟ

ଲଦାଖରେ ଭାରତ-ଚାଇନା ସେନା ସୀମାରୁ ପଛକୁ ହଟିବେ

Ramesh Parida by Ramesh Parida
Oct 25, 2024, 05:51 pm GMT+0530
FacebookTwitterWhatsAppTelegram

ବ୍ରିକ୍ସ ସମ୍ମିଳନୀରେ ମୋଦି –ଜିନପିଙ୍ଗ ଭେଟ ପରେ ଭଲ ଖବର ମିଳିଛି । ଦୁଇ ପକ୍ଷ ଆଲୋଚନା ପରେ ଦୁଇ ଦେଶ ସୀମାରେ ସହମତିରେ ସେନା ପ୍ରତ୍ୟାହାର କରିବାକୁ ରାଜି ହୋଇଛନ୍ତି ।

ଲଦାଖର ଦେପସାଙ୍ଗ ଓ ଡେମଚୋକ ଅଞ୍ଚଳରେ ଲାଗି ରହିଥିବା ବିବାଦ ଏବେ ଥମିଛି । ଏହାରି ଭିତରେ ଦୁଇ ଦେଶ ମଧ୍ୟରେ ବିଶ୍ବାସ ଜନ୍ମାଇବା ପାଇଁ ଚୀନ ଓ ଭାରତ ରାଜି ହୋଇଛନ୍ତି ।

ରୁଷରେ ଆୟୋଜିତ ବ୍ରିକ୍ସ ସମ୍ମିଳନୀରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଆଲୋଚନା କରିଛନ୍ତି । ବହୁ ଦିନରୁ ସୀମାରେ ଦୁଇ ପକ୍ଷର ସେନା ମୁହାଁମୁହିଁ ହୋଇ ରହିଛନ୍ତି । ଦୁଇ ନେତା ଦ୍ୱିପାକ୍ଷିକ ଆଲୋଚନା କରିବା ପରେ ସେନାଙ୍କ ମୁହାଁମୁହିଁ ହଟିବା ନେଇ ସ୍ଥିର କରିଥିଲେ। ଦୀର୍ଘ ୫ ବର୍ଷ ପରେ ଦୁଇ ନେତା ପରସ୍ପର ସହ କଥା ହେବା ସହ ହାତ ମିଳାଇଥିଲେ। ଦୁଇ ଦେଶର ଆଲୋଚନା ପରେ ଏବେ ସେନା ପ୍ରତ୍ୟାହାର ପ୍ରକ୍ରିୟା ଖବର ସାମ୍ନାକୁ ଆସିଛି।

ସୀମାରୁ ଆସନ୍ତା ମଙ୍ଗଳବାର ସୁଦ୍ଧା ଦୁଇ ଦେଶର ସେନା ହଟିବାକୁ ରାଜି ହୋଇଛନ୍ତି ।  ଏହି ଦୁଇ ସୀମାନ୍ତ ଅଞ୍ଚଳରୁ ଭାରତ ଓ ଚାଇନା ପରସ୍ପରର ସେନା ଯବାନଙ୍କୁ ସଂପୂର୍ଣ୍ଣ ଭାବେ ପ୍ରତ୍ୟାହାର କରିବେ ବୋଲି ଚୁକ୍ତି ହୋଇଛି ।

ଦେସପାଙ୍ଗ ଓ ଡେମଚୋକରେ ଉଭୟ ଦେଶ ସର୍ଭେଲାନ୍ସ କରିବା ସହ ପାଟ୍ରୋଲିଂ କରିବା ପୂର୍ବରୁ ଉଭୟ ଦେଶକୁ ସୂଚନା ଦେଇପାରିବେ ବୋଲି ଆଲୋଚନା ହୋଇଛି ।

ଦୁଇ ଦେଶର ସେନାଙ୍କ ଭିତରେ ଏହି ବୁଝାମଣା ଦ୍ବାରା ଦୀର୍ଘ ମାସ ଧରି ଏଲଏସିରେ ଜାରି ରହିଥିବା ମିଲିଟାରୀ ଓ କୂଟନୀତିକ ବିବାଦରେ ପୂର୍ଣ୍ଣଚ୍ଛେଦ ପଡ଼ିବାର ଆଶା ସୃଷ୍ଟି ହୋଇଛି।

୨୦୨୦ରେ ଭାରତ ଓ ଚାଇନା ମଧ୍ୟରେ ପାଟ୍ରୋଲିଂକୁ ନେଇ ରକ୍ତାକ୍ତ ସଂଘର୍ଷ ଘଟିଥିଲା । ଗଲୱାନ୍ ଘାଟିରେ ଦୁଇ ଦେଶର ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ଘଟି ଅନେକ ସେନା ସହିଦ ହୋଇଥିଲେ ।  ଏଥିରେ ଭାରତର ୨୦ ଜଣ ଯବାନ ସହିଦ ହୋଇଥିଲେ। ଏହାପରେ କେଉଁ ଦେଶ LACର କେତେ ଭିତର ଯାଏ ପାଟ୍ରୋଲିଂ କରିପାରିବ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଥିଲା।

ଏହାକୁ ନେଇ ଉଭୟ ଦେଶ ମଧ୍ୟରେ ତିକ୍ତତା ବଢ଼ିବା ସହ, ସୀମାର ଉଭୟ ପଟେ ସୈନ୍ୟ ଓ ଅସ୍ତ୍ରଶସ୍ତ୍ର ସଂଖ୍ୟା ବୃଦ୍ଧି କରିଥିଲେ ଦୁଇ ଦେଶ। ଏହାର ସମାଧାନ ପାଇଁ ବହୁ ପର୍ଯ୍ୟାୟରେ କୋର୍ କମାଣ୍ଡର ସ୍ତରୀୟ ବୈଠକ ଏବଂ କୂଟନୀତିକ ଆଲୋଚନା ହୋଇଥିଲା। ଶେଷରେ ଭାରତ ଓ ଚାଇନା ମଧ୍ୟରେ ଆପୋଷ ବୁଝାମଣା ସଫଳ ହୋଇଛି।

୨୦୨୦ ଗଲୱାନ ଘାଟି ବିବାଦ ପରଠାରୁ ଏଠାରେ ଦୁଇ ଦେଶ ପକ୍ଷରୁ ସେନା ଯବାନଙ୍କୁ ମୁତୟନ କରାଯାଇଥିଲା। ହେଲେ ଏବେ ସେନା ପ୍ରତ୍ୟାହାର ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଥିବା ଜଣାପଡ଼ିଛି। ଆଗକୁ ଚୀନ ସେନା କଣ କରୁଛି ତାହା ଉପରେ ଭାରତର ଆଭିମୁଖ୍ୟ ସ୍ପଷ୍ଟ ହେବ ବୋଲି କୁହାଯାଉଛି । ଏବେ ସୀମାରୁ ଉଭୟ ସେନା ପଛକୁ ଚାଲିଯିବେ। ସୀମାରେ ଉଭୟ ଦେଶ ନିର୍ମାଣ କରିଥିବା ଅସ୍ଥାୟୀ ଭିତ୍ତିଭୂମି ଯଥା ଟେଣ୍ଟ ଓ ଅନ୍ୟାନ୍ୟ ଜିନିଷକୁ ହଟାଇବେ ବୋଲି ଦୁଇ ଦେଶ ରାଜି ହୋଇଛନ୍ତି ।

Tags: chinaINDIALadakh;ModinewsTOP NEWS
ShareTweetSendShare

RelatedNews

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା
Latest News

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ
Latest News

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଜାତୀୟ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?
Latest News

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ପଠାଇବା କେତେ ସମ୍ଭବ ?

Latest News

ସଂଘ ଓ ସମାଜ ମିଳିତ ଭାବେ ନକ୍ସଲବାଦ ଓ ମତାନ୍ତରଣ ସମସ୍ୟାର ସମାଧାନ କରିପାରନ୍ତି

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ଦୁଇ ଦେଶର ଫର୍ମୁଲା ମନରେ ଥିବା ଯାଏ ଆତଙ୍କବାଦ ରହିବ : ଡ. ମୋହନ ଭାଗବତ

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ସଂଘ ଶିକ୍ଷା ବର୍ଗ: ସାମାଜିକ ସମରସତା, ଅନୁଶାସନ ଓ ରାଷ୍ଟ୍ରୀୟ ଚେତନାର ଏକ ଯାତ୍ରା

ଅଯୋଧ୍ୟାରେ ରାମ ମନ୍ଦିର: ହିନ୍ଦୁ ଆସ୍ଥାର ପ୍ରାଣକେନ୍ଦ୍ର

ସକାଳର ମୁଖ୍ୟ ଖବ

Dr. Keshav Baliram Hedgewar

ସଂଘ ଶିକ୍ଷା ବର୍ଗ -ସଂଘର ଏକ ପରିବର୍ତ୍ତନଶୀଳ ଉଦ୍ୟମ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ଭାରତ ପାଇଁ ଶକ୍ତିଶାଳୀ ହେବା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ: ମୋହନ ଭାଗବତ

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ମୋଦି ସରକାରଙ୍କ ୧୧ ବର୍ଷ: ସଫଳତାର ଯାତ୍ରା

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ଶର୍ମିଷ୍ଠା ପାନୋଲି ବିବାଦ: ଭାରତରେ ମୁକ୍ତ ବାକ୍ ସ୍ଵାଧୀନତା ଏବଂ ହିନ୍ଦୁ ସ୍ବରକୁ ଚାପି ଦେଉଥିବା ଅଭିଯୋଗ

ସେବା, ଶକ୍ତି ଓ ସାମାଜିକ ସମନ୍ୱୟର ଏକ ଶତାବ୍ଦୀ

  • Home
  • About Us
  • Contact Us
  • Privacy Policy
  • Terms & Conditions
  • Disclaimer
  • Sitemap

Copyright © Odisha-365, 2024 - All Rights Reserved.

No Result
View All Result
  • ଜାତୀୟ
  • ରାଜ୍ୟ
  • ଆନ୍ତର୍ଜାତୀୟ
  • ଭିଡିଓଗୁଡିକ
  • ରାଜନୀତି
  • ବ୍ୟବସାୟ
  • ମନୋରଞ୍ଜନ
  • କ୍ରୀଡା
  • Opinion
    • ଜୀବନଶ yle ଳୀ
  • About & Policies
    • About Us
    • Contact Us
    • Privacy Policy
    • Terms & Conditions
    • Disclaimer
    • Sitemap

Copyright © Odisha-365, 2024 - All Rights Reserved.