ରାଜ୍ୟରେ ୨୫ବର୍ଷ ଧରି ଚାଲିଥିବା ସରକାର ହିସାବ ଦେଇପାରିନାହାନ୍ତି
Editor | 23:11 PM, Tue May 07, 2024
ରାଜ୍ୟରେ ବିଜେପି ସରକାର ହେଲେ ମା’ ଉଭଣୀଙ୍କୁ ମିଳିବ ୫୦ ହଜାର ଟଙ୍କାର ଉପହାର -ଧର୍ମେନ୍ଦ୍ର ପ୍ରଧାନ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଓଡ଼ିଶା 365 (ବ୍ୟୁରୋ): ଆଗକୁ ଅଛି ନିର୍ବାଚନ । ହେଲେ ହଠାତ୍ କଂଗ୍ରେସ ପ୍ରାର୍ଥୀଙ୍କ ହୋଇଛି ପରଲୋକ । ରାଜସ୍ଥାନର କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ ଗୁରମିତ ସିଂ କୁନ୍ନରଙ୍କ ପରଲୋକ ହୋଇଛି । କୁନ୍ନର ଦୀର୍ଘଦିନରୁ ରୋଗରେ ପୀଡିତ ହୋଇ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ରହିଥିଲେ । ତାଙ୍କ ମୃତ୍ୟୁ ପରେ ଏହି ସିଟରେ ୨୫ ନଭେମ୍ବରରେ ହେବାକୁ ଥିବା ନିର୍ବାଚନ ଆଉ ହେବ ନାହିଁ । ଗୁରମିତଙ୍କୁ ୭୫ ବର୍ଷ ହୋଇଥିବା ବେଳେ ଖରାପ ସ୍ୱାସ୍ଥ୍ୟ କାରଣରୁ ଗତ କିଛିଦିନ ହେଲା ସେ ଦିଲ୍ଲୀ ଏମ୍ସରେ ଚିକିତ୍ସିତ ହେଉଥିଲେ । ନିର୍ବାଚନ ପ୍ରଚାର ସମୟରେ ଅଚାନକ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଗତ ୧୨ ତାରିଖରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।
ତେବେ ପାର୍ଟିର ବରିଷ୍ଠ ବିଧାୟକ କୁନ୍ନରଙ୍କ ପରଲୋକରେ ଅଶୋକ ଗେହଲଟ ଟ୍ଵିଟ୍ କରି ଶୋକ ବ୍ୟକ୍ତ କରିଛନ୍ତି । ଟ୍ଵିଟ୍ କରି ସେ ଲେଖିଛନ୍ତି, କରଣପୁରରୁ ବିଧାୟକ ଏବଂ ପୂର୍ବ ମନ୍ତ୍ରୀ ଗୁରମିତ ସିଂହ କୁନ୍ନରଙ୍କ ନିଧନରେ ମୁଁ ଗଭୀର ମର୍ମାହତ । କୁନ୍ନର ଦୀର୍ଘ ଦିନରୁ ଅସୁସ୍ଥ ହୋଇଥିଲେ । ନିଜ ନିର୍ବାଚନ ମଣ୍ଡଳୀରେ ବିକାଶ କାର୍ୟ୍ୟ ପାଇଁ ସବୁବେଳେ ପ୍ରୟାସ କରୁଥିଲେ । କୁନ୍ନରଙ୍କ ନିଧନ କଂଗ୍ରେସ ପାର୍ଟି ଏବଂ ରାଜସ୍ଥାନ ରାଜନୀତି ପାଇଁ ଅପୂରଣୀୟ କ୍ଷତି । ତାଙ୍କ ବିୟୋଗ ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।
Trending Tag
ରାଜ୍ୟରେ ବିଜେପି ସରକାର ହେଲେ ମା’ ଉଭଣୀଙ୍କୁ ମିଳିବ ୫୦ ହଜାର ଟଙ୍କାର ଉପହାର -ଧର୍ମେନ୍ଦ୍ର ପ୍ରଧାନ
ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିର ନିର୍ମାଣରେ କେ କେ ନାୟରଙ୍କ ଅବଦାନକୁ ମନେରଖିବ ଦେଶ
କୋଟିପତି ସହକାରୀ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ, ଜବତ ହୋଇଛି ୨୧ପ୍ଲଟ ସହ ୭୦ ଲକ୍ଷର ଡିପୋଜିଟ
ଦିଲ୍ଲୀ ବାୟୁ ନେଉଛି ଶିଶୁଙ୍କ ଜୀବନ; ମାସ୍କ ନ ପିନ୍ଧିଲେ ବୟସ୍କଙ୍କ ଜୀବନ ପ୍ରତି ବିପଦ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଗାଜା ଷ୍ଟ୍ରିପ୍ ଉପରୁ ନିୟନ୍ତ୍ରଣ ହରାଇଛି ହମାସ୍: ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ
ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେଲା ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ପାଇଁ ପଞ୍ଜୀକରଣ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ନିର୍ବାଚନ ପୂର୍ବରୁ ଚାଲିଗଲେ ରାଜସ୍ଥାନ କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ
ଶୁଭମନଙ୍କ ଆଉଟରେ କାନ୍ଦିଲେ ସାରା
ଦୀପାବଳି ପୂର୍ବରୁ ଗ୍ରାହକଙ୍କୁ ଝଟକା: ବଢିଲା ଗ୍ୟାସ୍ ଦର
ଅଗ୍ନିକାଣ୍ଡରେ ଜଳିଗଲା ଅନେକ ବସ୍
ଆରପାରିରେ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକ
ଦଶହରା ଉପଲକ୍ଷେ ଆମର ସ୍ଵତନ୍ତ୍ର ପ୍ରସ୍ତୁତି 'ଆସୁଛନ୍ତି ମା'... ଯୋଡ଼ିହୋଇ ରୁହନ୍ତୁ ଆମ ସହ
ଦୁଇ ଜଣଙ୍କୁ ପ୍ରେମ କରି ଅଡୁଆରେ ବିଜେଡି ବିଧାୟକ; କଟିପାରେ ଟିକେଟ୍
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ବାଚସ୍ପତି ହୋଇଛନ୍ତି ପ୍ରମିଳା ମଲ୍ଲିକ
ଚୁଟକିରେ ଦୂରହେବ ଗ୍ୟାସ ସମସ୍ୟା
ଓଡ଼ିଶାରେ ବିଜେପି ଆସିଲେ ଶିକ୍ଷକଙ୍କ ଦୁଃଖ ଦୁର ହେବ: ବିଧାୟକ ସୂର୍ଯ୍ୟବଂଶୀ ସୂରଜ
ଦୀଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଜୁନ 1 ତାରିଖ ପର୍ଯ୍ୟନ୍ତ ମିଳିଲା ଅନ୍ତରୀଣ ଜାମିନ